ରାଜ୍ୟର ସମସ୍ତ ମାଆ ମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ନିବେଦନ

ରାଜ୍ୟର ସମସ୍ତ ମାଆ ମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ନିବେଦନ

ମାର୍ଗଶିର ମାସ ଗୁରୁବାରରେ ମା ଲକ୍ଷ୍ମୀଙ୍କ ନିକଟରେ ମାଣ୍ଡିଆ ଏବଂ ମାଣ୍ଡିଆ ଦ୍ୱାରା ପ୍ରସ୍ତୁତ ଭୋଗ ଲାଗି କରିବାକୁ ରାଜ୍ୟର ସମସ୍ତ ମା ମାନଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ | ଏହାସହ ମାଣ୍ଡିଆ ଦ୍ୱାରା ପ୍ରସ୍ତୁତ ବ୍ୟଞ୍ଜନ ପରିବାର ଲୋକଙ୍କୁ ଖୁଆଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ | ଶ୍ରୀ ଅନ୍ନ ଓ ବିସ୍ତୃତ ଖାଦ୍ୟ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ରଖିବା ସହ ଓଡିଶାର ମା ମାନଙ୍କୁ ଅପିଲ କରିଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *