ବ୍ରହ୍ମପୁରରେ ବଡ ଏନକାଉଣ୍ଟର

ବ୍ରହ୍ମପୁରରେ ବଡ ଏନକାଉଣ୍ଟର

ବ୍ରହ୍ମପୁର ପୁଲିସ ଜିଲ୍ଲା ଗୋଳନ୍ଥରା ଥାନ ପକ୍ଷରୁ ଜଣେ ଦୁର୍ଦ୍ଧାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କରାଯାଇଛି । ଏଥିରେ ପୁଲିସ ସଫଳତା ମଧ୍ୟ ପାଇଛି । ଥାନା ଅଧିକାରୀ ବିବେକନନ୍ଦ ସ୍ୱାଇଁ ଓ ଏକ ସ୍ୱତନ୍ତ୍ର ଟିମ ଦୁର୍ଦ୍ଧାନ୍ତ ଅପରାଧୀ ସୁନୀଲଙ୍କୁ ପିତାତଳି ନିକଟରେ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ଏବେ ପୁଲିସକୁ ଏନକାଉଣ୍ଟର ପାଇ ଅନୁମତି ମିଳିଯାଇଛି ତେଣୁ ଅପରାଧୀମାନେ ଯଦି ସାବଡ଼ ନ ହେବେ ତେବେ ସେମାନଙ୍କୁ ମଧ୍ୟ ପୁଲିସ ଏନକାଉଣ୍ଟର କରିବ । ବର୍ତ୍ତମାନ ପୁଲିସ ଏକ ତାଲିକା କରିଥିବା ଜଣାପଡିଛି । ସୁନିଲ ନିମଖଣ୍ଡି ଥାନା ଲୁଟ୍ ଘଟଣା ସମେତ ଅନ୍ୟାନ୍ୟ ମାମଲାରେ ସମ୍ପୃକ ରହି ଫେରାର ରହିଥିବା ଜଣାପଡ଼ିଛି ।

author

Related Articles

Leave a Reply

Your email address will not be published. Required fields are marked *