ଜନ ଶୁଣାଣି ଶିବିର ଅନୁଷ୍ଠିତ

ଜନ ଶୁଣାଣି ଶିବିର ଅନୁଷ୍ଠିତ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ପଞ୍ଚାୟତ ସମିତି କାର୍ୟ୍ୟଳୟ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଜନ  ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି  । ଏହି  ଅଭିଯୋଗ ଶୁଣାଣିରେ ବିଭିନ୍ନ ବିଭାଗର ଜିଲ୍ଲା ଅଧିକାରୀ ମାନେ ଉପସ୍ଥିତ ଥିବା ବେଳେ, ସବୁ ବିଭାଗରୁ ମୋଟ  ୭୭ଟି ଅଭିଯୋଗ ଆସିଥିଲା  ।

ସେଥିମଧ୍ୟରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କିତ ୪୧ଟି ଅଭିଯୋଗ ଆସିଛି  । ଏହା ସହ ରେଡ କ୍ରସ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫୦ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି  । ତେବେ ଆସିଥିବା ଅଭିଯୋଗର ତଦନ୍ତ କରି ତୁରନ୍ତ ସମାଧାନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିବା ଜଣାପଡ଼ିଛି ।

author

Related Articles

Leave a Reply

Your email address will not be published. Required fields are marked *