ଦେଶରେ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୮୬,୩୭୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୫୩,୩୪୩ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨,୨୫୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୭୭୧କୁ ବୃଦ୍ଧି ପାଇଛି।

author

Related Articles

Leave a Reply

Your email address will not be published. Required fields are marked *