ଭଉଣୀଙ୍କ ଶେଷ ଦର୍ଶନ ପାଇଁ ଦିଲ୍ଲୀ ଗଲେ ନବୀନ୍

ଭଉଣୀଙ୍କ ଶେଷ ଦର୍ଶନ ପାଇଁ ଦିଲ୍ଲୀ ଗଲେ ନବୀନ୍

ପ୍ରଖ୍ୟାତ ଲେଖିକା ଓ ଭଲ ସାମ୍ବାଦିକ ଭାବେ ଜଣାଶୁଣା ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କର ଗତକାଲି ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କ ଦେହାନ୍ତ ହୋଇଯାଇଛି । ୮୦ ବର୍ଷ ବୟସ ରେ ତାଙ୍କର ମୃତ୍ୟୁ ଘଟିଛି । ଆଜି ନୂଆଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ଗୀତାଙ୍କ ଶେଷ ଦର୍ଶନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯାଇଛନ୍ତି । ଆଜି ଦିଲ୍ଲୀରେ ଭଉଣୀ ଗୀତା ମେହେଟ୍ଟାଙ୍କର ଶେଷ କୃତ୍ୟ ହେବାକୁ ଥିବାବେଳେ ଭଉଣୀଙ୍କ ଶେଷ ଦର୍ଶନ କରିବେ ନବୀନ ।

author

Related Articles

Leave a Reply

Your email address will not be published. Required fields are marked *