ବର୍ଷାରେ ଭିଜୁଛି ସାରା ଓଡିଶା

ବର୍ଷାରେ ଭିଜୁଛି ସାରା ଓଡିଶା


ଓଡିଶାରେ ସକ୍ରିୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢିବାରେ ଲାଗିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡିଶା ଉପକୂଳରେ ରହିଥିବା ଳଗୁଚାପ ୍େ‌ାଗୁ ରାଜଧାନୀ ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୨୩.୭ ମିମି ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୬.୯ମିମି ତୁଳନାରେ ୨୪୨ପ୍ରତିଶତ ଅଧିକା ରହିଛି । ସର୍ବାଧିକ ବର୍ଷା କୋରାପୁଟ ଜିଲ୍ଲାରେ ହୋଇଥିବାର ଆଂଚଳିକ ପାଣିପାଗ ବିଭାଗ ମତପ୍ରକାଶ କରିଛି । ନୂଆପଡା, ବରଗଡ, ବଲାଙ୍ଗୀର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ ଓ ଦେବଗଡ ୭ଜିଲ୍ଲାକୁ ପାଣିପାଗ ବିଭାଗ କେନ୍ଦ୍ରପକ୍ଷରୁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *