ସାମ୍ମନାକୁ ଆସିଲା ଡାଇବେଟିସର ନୂଆ ଲକ୍ଷଣ

ସାମ୍ମନାକୁ ଆସିଲା ଡାଇବେଟିସର ନୂଆ ଲକ୍ଷଣ

ଆମ ଦେଶରେ ଦିନକୁ ଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହାର କିଛି ସାଧାରଣ ଲକ୍ଷଣ ଜଣାପଡିଥିଲେ ବି ଆଉ ଏକ ଲକ୍ଷଣ ସାମ୍ମନାକୁ ଆସିଛି । ଯଦି ଆପଣଙ୍କ ମୁହଁରୁ ଆସାମାନ୍ୟ ଗନ୍ଧ ବାହାରୁଛି ଏହାର ଅର୍ଥ ଆପଣଙ୍କ ବ୍ଲଡ ସୁଗାର ଅଧିକ ହୋଇପାରେ । ଅନ୍ୟ ଅର୍ଥରେ ଆପଣଙ୍କୁ ଡାଇବେଟିସ୍ ହେବାର ଏହା ହେଉଛି ଆଉ ଏକ ଲକ୍ଷଣ । ଆପଣଙ୍କ ପାଟିରୁ ଫଳର ଗନ୍ଧ ଆସିଲେ ଏହା ‘ଡାଏବେଟିକ୍ କିଟୋଏସିଡୋସିସ୍’ର ଲକ୍ଷଣ ହୋଇପାରେ, ଯାହା ମଧୁମେହର ପ୍ରାରମ୍ଭିକ ଲକ୍ଷଣ ହୋଇପାରେ ବୋଲି କହିଛନ୍ତି । ୱେଟୱଚର୍ସଙ୍କ ଅନୁସାରେ, ‘ଡାଏବେଟିକ୍ କିଟୋଏସିଡୋସିସ୍’ ଶରୀର ମଧ୍ୟରେ ହେଉଥିବା ଏକ ପ୍ରକ୍ରିୟା, ଯେଉଁଥିରେ ଇନସୁଲିନ୍ ମାତ୍ରା କମିଯାଏ, ଫଳରେ ରକ୍ତ କଣିକାରେ ହାନିକାରକ କିଟୋନ୍ସ ସୃଷ୍ଟି ହୁଏ । ଫଳରେ ଡାଇବେଟିସ୍ ହେବାର ସମ୍ଭାବନା ଅଧିକ ଥାଏ । ତେଣୁ ଏପରି ଲକ୍ଷଣ ଥିଲେ ଅବହେଳା ନକରି ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ ।

author

Related Articles

Leave a Reply

Your email address will not be published. Required fields are marked *