ବାଣ ଫୁଟାଇବା ଉପରେ କଟକଣା ଲଗାଇଲେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

ବାଣ ଫୁଟାଇବା ଉପରେ କଟକଣା ଲଗାଇଲେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଦେଇଛି ବାଣ ଉପରେ କଟକଣା । ବାଣ ଫୁଟାଇବାକୁ ନେଇ କଟକଣା ଜାରି କରାଯାଇଛି । ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ଭାବେ କଟକଣା ଜାରି କରାଯାଇଥିବା ବେଳେ ୧୨୫ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାରରୁ ବିରତ ରହିବା ପାଇଁ ଉଲ୍ଲେଖ ରହିଛି ।

– ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ସମ୍ପୂର୍ଣ୍ଣ ନିଷେଧ
– ଡାକ୍ତରଖାନା, ଶିକ୍ଷାନୁଷ୍ଠାନର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବା ନିଷେଧ
– ନ୍ୟାୟାଳୟ ଓ ଧାର୍ମିଙ୍କ ସ୍ଥଳର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବା କଟକଣା
– ଖୋଲା ସ୍ଥାନରେ ଫୁଟାଇ ପାରିବେ ସବୁଜ ବାଣ
– ୧୨୫ ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାର ନିଷେଧ
– ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କୁ ଅଭିଯୋଗ କରିହେବ
– ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଉପ ଆରକ୍ଷୀ ଅଧୀକ୍ଷକ ଓ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରିହେବ

author

Related Articles

Leave a Reply

Your email address will not be published. Required fields are marked *