#abvp

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ଏଭିବିପି

ମ୍ୟାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ ଅଭିଯୋଗରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ବାସଭବନ ଘେରାଉ କରିଛି ଏବିଭିପି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…