#afternoon

ଗଜୋଦ୍ଧାରଣ ବେଶରେ ସଜେଇ ହେବେ ମହାପ୍ରଭୁ

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଗଜୋଦ୍ଧାରଣ ବେଶ । ମାଘ ପୂର୍ଣ୍ଣମୀ ଅବସରରେ ମହାପ୍ରଭୁଙ୍କ ଏହି ବେଶରେ ସଜେଇ ହେବେ । ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ…