#asiagame

କିଶୋର ଜେନାଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଏସୀୟ କ୍ରାଡାରେ ଜାଭେଲିନରେ ଦେଶ ପାଇଁ ରୌପ୍ୟ ପଦକ ଜିତିଛନ୍ତି କିଶୋର ଜେନା । ନୀରଜ ଚୋପ୍ରା ସ୍ୱର୍ଣ୍ଣପଦକ ଜିତିଥିବାବେଳେ କିଶୋର ରୁପା ପଦକ ଆଣିଥିଲେ ।…