#balasore

ଆଜି ପୂରଣ ହେବ ନୀଳଗିରିବାସୀଙ୍କ ସ୍ୱପ୍ନ

ଆଜିଠାରୁ ନୀଳଗିରିରୁ ବାଲେଶ୍ୱରକୁ ଗଡ଼ିବ ପାସେଞ୍ଜର ଟ୍ରେନ। ନୀଳଗିରିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ଆଜି ପୂରଣ ହେବ। ନୀଳଗିରି ଗୋପୀନାଥପୁର ନିକଟରେ ନୂଆ କରି ହୋଇଥିବା ରେଳ…