bande bharat express

ଗଡିଲା ରାଜ୍ୟର ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ପୁଣି ଆଜି ରାଜ୍ୟରେ ଗଡିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସକୁ ଭିସି ଯୋଗେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।…