#bjpyubamorcha

ବୁଗୁଡ଼ାରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ

ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସହରରେ ତ୍ରିରଙ୍ଗା ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତ୍ରିରଙ୍ଗା ଶୋଭାଯାତ୍ରା ସାରା ଦେଶରେ ଯଶଶ୍ରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ…