#Circularproject

ଲୋକାର୍ପଣ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଆସନ୍ତା ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରାଯିବ । ବିଶ୍ୱ ଦେଖିବ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ଚତୁପାଶ୍ୱର୍ରେ ଆଖି ଝଲସା ସୌନ୍ଦର୍ଯ୍ୟ ।…