#dasami

ମହଣ ମହଣ ସୁନାରେ ସଜେଇ ହେବେ ମହାପ୍ରଭୁ

ଆଜି ଶ୍ରୀମନ୍ଦିରରେ ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ବିଜୟା ଦଶମୀ ଉପଲକ୍ଷେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଅବକାଶ ନୀତି…