#foretgard

ଅଲିଭ ରିଡଲେ କଇଁଛଙ୍କ ପାଇଁ ବନବିଭାଗ ପକ୍ଷରୁ କଡାକଡି ସୁରକ୍ଷା ବ୍ୟବସ୍ଥା

ଆରମ୍ଭ ହୋଇଯାଇଛି ଅଲିଭ ରିଡଲେ କଇଁଛଙ୍କ ପ୍ରଜନନ ପ୍ରକ୍ରିୟା । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଗଭୀର ସମୁଦ୍ରରେ ଅଲିଭ ରିଡଲେ କଇଁଛଙ୍କ ପ୍ରଜନନ ପ୍ରକ୍ରିୟା ଦେଖିବାକୁ ମିଳିଛି…