#formerchiefminister

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ

ଆଜି ୧୦୮ତମ ବିଜୁ ଜୟନ୍ତୀ । ୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ କଟକରେ ଜନ୍ମ ଗ୍ରହଣ କରିଥିଲେ ଓଡିଶାର ପୂବତନ ମୁଖ୍ୟମନ୍ତ୍ରୀ ବିଜୟାନନ୍ଦ ପଟ୍ଟନାୟକ ।…