#iim

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ୱଲପୁରରେ ଆଇଆଇଏମର ନୂଆ କ୍ୟାମ୍ପସର ଉଦଘାଟନ ପାଇଁ ଯୋଗଦେଇଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ମୋଦିଙ୍କ…