#inaugurated

ମାଲକାନଗିରିକୁ ଆକାଶମାର୍ଗରେ ମିଳିଲା ନୂଆ ପରିଚୟ

ଲୋକାର୍ପିତ ହେଲା ମାଲକାନଗିରି ବିମାନବନ୍ଦର । ବହୁ ପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦରକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଉପାନ୍ତ ଅଞ୍ଚଳ ଭାବେ ଜଣାଯାଉଥିବା…