#jhamuyatra

ଆଜିଠୁ କାକଟପୁର ମା’ ମଙ୍ଗଳାଙ୍କ ଝାମୁ ଯାତ୍ରା ଆରମ୍ଭ

ଆଜି ଚୈତ୍ର ମାସ ପ୍ରଥମ ମଙ୍ଗଳବାରରୁ ଆରମ୍ଭ ହେଉଛି କାକଟପୁର ମାଆ ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା । ମାଆଙ୍କ ଏହି ଝାମୁ ଯାତ୍ରା ଏକ ମାସ…