#localpeople

ଡାକ୍ତରଖାନାରେ ନାହିଁ ସୁବିଧା; ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଇନଚାର୍ଜଙ୍କୁ ଘେରିଲେ ଗ୍ରାମବାସୀ

କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ମେଡ଼ିକାଲ ରେ ଲାଗି ରହିଛି ବିଭିନ୍ନ ସମସ୍ୟା, ବିଭାଗୀୟ କର୍ତ୍ତୃପକ୍ଷ ଙ୍କ ତଦାରଖ ର ଅଭାବ ହେତୁ ଅନେକ…