Lokaseba Bhawan

ଆଜି ରାଜ୍ୟରେ ଶପଥ ନେଲେ ତିନି ନୂଆ ମନ୍ତ୍ରୀ

ଭୁବନେଶ୍ୱର: ସବୁ କଳ୍ପନା ଜଳ୍ପନାର ହେଲା ଅନ୍ତ । ଆଜି ରାଜ୍ୟରେ ଶପଥ ନେଲେ ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି…