#osepa

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ବଡ ରାୟ

ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ଆଜି ହାଇକୋର୍ଟ ଏକ ଗୁରୁତ୍ୱପୂଣ୍ଣ ରାୟ ଶୁଣାଇଛନ୍ତି । ନିଯୁକ୍ତି ନେଇ ଓସେପା ପକ୍ଷରୁ ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟକୁ…