#politic

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

କଂଗ୍ରେସ ନେତା ତଥା ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ…