#sadstory

ପରଲୋକରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସ

ପରଲୋକରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସ । ୭୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଭୋଗରାଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କମଳା ଦାସ…