srimandira

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ମାର୍ଗଶୀର- କୃଷ୍ଣ ସପ୍ତମୀରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏହି କାରଣରୁ…