#statebus

କାଲିଠୁ ଗଡିବନି ଘରୋଇ ବସ୍

କାଲିଠୁ ରାଜ୍ୟରେ ଗଡ଼ିବନି ଘରୋଇ ବସ୍ । ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ କରି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି ।…