#train accident

ଦୁର୍ଘଟଣା ପରେ 45ଟି ଟ୍ରେନ ବାତିଲ

ଆନ୍ଧ୍ରପ୍ରଦେଶର ବିଜୟନଗରମରେ ହୋଇଥିବା ଟ୍ରେନ୍ ଦୁର୍ଘଟଣା ପରେ ୩୩ ଟ୍ରେନ୍ ବାତିଲ କରାଯାଇଛି । ଭୁବନେଶ୍ୱରରୁ ଛାଡିବାକୁ ଥିବା ଭୁବନେଶ୍ୱର- ବିଶାଖାପାଟଣା ଇଂଟରସିଟି ଏକ୍ସପ୍ରେସ୍ ବାତିଲ କରାଯାଇଛି…